ଓଡିଶା

odisha

ETV Bharat / city

କାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ସହ ବିଭିନ୍ନ ବକେୟା ପ୍ରକଳ୍ପ ସମ୍ବନ୍ଧରେ ଆଲୋଚନା କରିବେ ।

By

Published : Sep 17, 2019, 10:10 PM IST

ଫାଇଲ ଫଟୋ


ଭୁବନେଶ୍ବର: ଆସନ୍ତାକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବକେୟା ପ୍ରକଳ୍ପ ସମ୍ବନ୍ଧରେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ । ଦିଲ୍ଲୀ ସ୍ଥିତ ଓଡିଶାରେ ଭବନରେ ସେ ଏସମ୍ପର୍କରେ ଆଲୋଚନା କରିବେ ।

ସେପ୍ଟେମ୍ବର 19ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ । ତେବେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ବଦଳୁଥିବା ରାଜନୈତିକ ପାଣିପାଗରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ଏବେ ସମସ୍ତଙ୍କ ଫୋକସରେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details