- ଭୁବନେଶ୍ବର: କଟକ SCB ପ୍ଲାଜମା ବ୍ୟାଙ୍କ ଟିମ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହଜାରେ ପ୍ଲାଜାମା ଥେରାପି ପ୍ରକ୍ରିୟା ସମ୍ପୂର୍ଣ୍ଣ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । କୋରୋନା କାଳରେ ପ୍ଲାଜମା ଥେରାପି ଲୋକଙ୍କ ଜୀବନ ବଞ୍ଚାଇବାରେ ଏକ ଗୁରୁତ୍ତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । କୋରୋନା ବିରୁଦ୍ଧ ଯୁଦ୍ଧକୁ ପ୍ଲାଜମା ଥେରାପି ସଶକ୍ତି କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
କଟକ SCB ପ୍ଲାଜମା ବ୍ୟାଙ୍କ ଟିମ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା - SCB medical college
କଟକ SCB ପ୍ଲାଜମା ବ୍ୟାଙ୍କ ଟିମ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...
କଟକ SCB ପ୍ଲାଜମା ବ୍ୟାଙ୍କ ଟିମ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ