ଓଡିଶା

odisha

ETV Bharat / city

ସିବିଏସସି ଦ୍ଵାଦଶ ଫଳ ପ୍ରକାଶିତ: ଡିଏଭିର ଶତ ପ୍ରତିଶତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ - CBSE exam

ପ୍ରକାଶ ପାଇଛି କେନ୍ଦ୍ରୀୟ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ସିବିଏସଇ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ । ଏଥିରେ ଡିଏଭି କଳିଙ୍ଗନଗର ଛାତ୍ରଛାତ୍ରୀ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : May 2, 2019, 9:11 PM IST

ଭୁବନେଶ୍ବର: ପ୍ରକାଶ ପାଇଛି କେନ୍ଦ୍ରୀୟ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ସିବିଏସଇ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ । ଏଥିରେ ଡିଏଭି କଳିଙ୍ଗନଗର ଛାତ୍ରଛାତ୍ରୀ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ବିଦ୍ୟାଳୟର ୯୮.୪୫ପ୍ରତିଶତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତୀର୍ଣ୍ଣ ହୋଇଥିବା ବେଳେ ୧୭.୪୬ ଛାତ୍ର ଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ପାସ କରିଛନ୍ତି ।

ତେବେ ବିଜ୍ଞାନ ଛାତ୍ର ଅଭିଜିତ ମନୁ ୯୪.୦୬ ପ୍ରତିଶତ ନମ୍ବର ରଖି ପ୍ରଥମ ସ୍ଥାନ, ଆଲିଶା ମହାନ୍ତି ୯୩.୦୨ ଦ୍ଵିତୀୟ ସ୍ଥାନ ଓ ନମ୍ରତା ମିଶ ୯୨.୦୨ ନମ୍ବର ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

ସେହିପରି ବାଣିଜ୍ୟ ବିଭାଗରେ ବିଧାନ ଅଗ୍ରୱାଲ ୯୩.୦୨ ନମ୍ବର ରଖି ପ୍ରଥମ ସ୍ଥାନ, ଆଶୁତୋଷ ପଢି ୮୮.୮ ଦ୍ଵିତୀୟ ସ୍ଥାନରେ ରହିଛନ୍ତି।

ଏହି ଆଫଳତା ପାଇଁ ବିଦ୍ୟାଳୟର ଚେୟାରମ୍ୟାନ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ମିଶ୍ର ସମସ୍ତ ଛତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ABOUT THE AUTHOR

...view details