ଓଡିଶା

odisha

ETV Bharat / city

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ - ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

By

Published : Sep 7, 2020, 3:22 PM IST

Updated : Sep 7, 2020, 4:00 PM IST

ଭୁବନେଶ୍ବର: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଏଥିସହିତ ତାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି। ସେ ଜଣେ ଦକ୍ଷ ସଂଗଠକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କର ଦଳପ୍ରତି ଯଥେଷ୍ଟ ଅବଦାନ ରହିଥିବା ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Last Updated : Sep 7, 2020, 4:00 PM IST

ABOUT THE AUTHOR

...view details