ଓଡିଶା

odisha

23ରେ ପୁଣି ଏକ ଲଘୁଚାପ, ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

By

Published : Aug 22, 2020, 10:23 AM IST

Updated : Aug 22, 2020, 11:59 AM IST

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ 23 ତାରିଖ ବେଳକୁ ଏକ ବଡ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

heavy rain aler
24ରେ ପୁଣି ଏକ ବଡ ଲଘୁଚାପ

ଭୁବନେଶ୍ବର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ 23 ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

23ରେ ପୁଣି ଏକ ଲଘୁଚାପ

ଏହାର ପ୍ରଭାବରେ ଆସନ୍ତା ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Aug 22, 2020, 11:59 AM IST

ABOUT THE AUTHOR

...view details