ଓଡିଶା

odisha

ETV Bharat / city

ଅଡୁଆରେ IAS ବିଷ୍ଣୁପଦ ସେଠୀ - IAS Bishu Sethi

ରାଜସ୍ୱ ବିଭାଗର ସଚିବ ବିଷ୍ଣୁପଦ ସେଠୀ ରାଜ୍ୟ ସମବାୟ ବ୍ୟାଙ୍କରୁ ବେଆଇନ ଭାବେ ଲକ୍ଷ ଲକ୍ଷ ଟଙ୍କା ଉଠାଇ ନିଜସ୍ୱ ଖର୍ଚ୍ଚ କରିଥିବା ଅଭିଯୋଗର ତଦନ୍ତ ପାଇଁ ଲୋକାୟୁକ୍ତ ଆଜି ନିର୍ଦ୍ଦେଶ ଜାରି କରିଛନ୍ତି । ଅଧିକ ପଢନ୍ତୁ...

ଆଇଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡୁଆ
ଆଇଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡୁଆ

By

Published : Jan 5, 2021, 10:12 PM IST

ଭୁବନେଶ୍ବର: ରାଜସ୍ୱ ବିଭାଗର ସଚିବ ବିଷ୍ଣୁପଦ ସେଠୀ ରାଜ୍ୟ ସମବାୟ ବ୍ୟାଙ୍କରୁ ବେଆଇନ ଭାବେ ଲକ୍ଷ ଲକ୍ଷ ଟଙ୍କା ଉଠାଇ ନିଜସ୍ୱ ଖର୍ଚ୍ଚ କରିଥିବା ଅଭିଯୋଗର ତଦନ୍ତ ପାଇଁ ଲୋକାୟୁକ୍ତ ଆଜି ନିର୍ଦ୍ଦେଶ ଜାରି କରିଛନ୍ତି । ୬୦ଦିନ ମଧ୍ୟରେ ଲୋକାୟୁକ୍ତଙ୍କ ତଦନ୍ତ ନିର୍ଦ୍ଦେଶକ ଏହାର ତଦନ୍ତ କରି ରିପୋର୍ଟ ଦେବେ ।

ଆଇଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡୁଆ

ଆବେଦନକାରୀ ଶ୍ରୀକାନ୍ତ ପକାଳଙ୍କ ଅଭିଯୋଗର ଶୁଣାଣି କରି ଆଇଏଏସ୍ ଶ୍ରୀ ସେଠୀ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ବୋର୍ଡ ମୁଖ୍ୟ ଥିବାବେଳେ ବେଆଇନ ଭାବେ ନେଇଥିବା ଅର୍ଥର ତଦନ୍ତ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି । ମାମଲାର ଶୁଣାଣି ମାର୍ଚ୍ଚ ୮ତାରିଖକୁ ଧାର୍ଯ୍ୟ କରାଯାଇଛି ।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

ABOUT THE AUTHOR

...view details