ଓଡିଶା

odisha

ETV Bharat / city

ସ୍କୁଲ ଫି ଛାଡ ନେଇ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଚିଠି - ପ୍ରତାପ ଷଡଙ୍ଗୀଙ୍କ ଚିଠି

ରାଜ୍ୟର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଦୃଷ୍ଟିରୁ କିଛି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ । ଅଧିକ ପଢନ୍ତୁ..

ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତାପ ଷଡଙ୍ଗୀଙ୍କ ଚିଠି
ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତାପ ଷଡଙ୍ଗୀଙ୍କ ଚିଠି

By

Published : Aug 27, 2020, 8:46 PM IST

Updated : Aug 27, 2020, 9:24 PM IST

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଚିଠି। ରାଜ୍ୟର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଦୃଷ୍ଟିରୁ କିଛି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ନେଇ ଚିଠି ଲେଖିଛନ୍ତି।

ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତାପ ଷଡଙ୍ଗୀଙ୍କ ଚିଠି

କୋରୋନା ଯୋଦ୍ଧା ପିଲାଙ୍କ ପାଇଁ ସ୍କୁଲ ଫି ସମ୍ପୂର୍ଣ୍ଣ ଛାଡ଼ କରାଯିବାକୁ କହିଛନ୍ତି କେନ୍ଦ୍ର ମନ୍ତ୍ରୀ । ସେହିପରି ଅନ୍ୟମାନଙ୍କ କ୍ଷେତ୍ରରେ 50 ପ୍ରତିଶତ ଛାଡ଼ ହେବାକୁ ମଧ୍ୟ ଦାବି କରିଛନ୍ତି । ଅନ୍ୟପଟେ ବନ୍ଦ ଥିବା ସମସ୍ତ ଶିକ୍ଷାନୁଷ୍ଠାନର ହଷ୍ଟେଲ ଫି ଛାଡ଼ କରାଯାଉ ବୋଲି ଚିଠିଲେ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Last Updated : Aug 27, 2020, 9:24 PM IST

ABOUT THE AUTHOR

...view details