ଓଡିଶା

odisha

ରାଜ୍ୟରେ ତାଲାବନ୍ଦ ନିୟମ ଉଲ୍ଲଙ୍ଘନ, 24 ଘଣ୍ଟାରେ 2 ମାମଲା

By

Published : Aug 21, 2020, 10:47 PM IST

Updated : Aug 21, 2020, 10:56 PM IST

ରାଜ୍ୟରେ ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଶୁକ୍ରବାର ପର୍ଯ୍ୟନ୍ତ ମୋଟ ୭୪୨୩ ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ...

lockdown-violation-act-in-state
lockdown-violation-act-in-state

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଶୁକ୍ରବାର ପର୍ଯ୍ୟନ୍ତ ମୋଟ ୭୪୨୩ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨ ଟି ମାମଲା ରୁଜୁ କରାଯାଇଛି । ଏହି ୨ ଟି ମାମଲା ମଧ୍ୟରୁ ସମସ୍ତ ୨ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Aug 21, 2020, 10:56 PM IST

ABOUT THE AUTHOR

...view details