ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା । ଭାରତ ମହାସାଗର-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ବାତ୍ୟା ଆଶଙ୍କା ନାହିଁ କହିଲେ ଆଇଏମ୍ଡି ଡିଜି - ଓଡିଶା ପାଣିପାଗ ଖବର
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ବାତ୍ୟା ନେଇ କୌଣସି ଆକଳନ ହୋଇନଥିବା IMD ପକ୍ଷରୁ ସୂଚନା । ଅଧିକ ପଢନ୍ତୁ
୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ବାତ୍ୟା ଆଶଙ୍କା ନାହିଁ କହିଲେ IMD DG
୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ବାତ୍ୟା ଆଶଙ୍କା ନାହିଁ କହିଲେ IMD DG
ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଖୋର୍ଦ୍ଧା, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ଖରା ହେବ । ତେଣୁ ଆସନ୍ତାକାଲି(ବୁଧବାର) ଠାରୁ ୩ ଦିନ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ