ଭୁବନେଶ୍ବର: ଅବସର ଗ୍ରହଣ କରିବେ ଓଡିଶାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ଆସନ୍ତା ଡିସେମ୍ବର ୩୧ ତାରିଖରେ ଅବସର ଗ୍ରହଣ କରିବେ ଓଡିଶାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
1986 ବ୍ୟାଚ୍ ର ଓଡ଼ିଶା କ୍ୟାଡର IAS ଅଫିସର ଥିଲେ ଅସିତ ତ୍ରିପାଠୀ । ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନରେ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟ ଉନ୍ନୟନ କମିସନର ଅଛନ୍ତି ଅସିତ ।