ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୮୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୧୬୮ ଓ ୧୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
Odisha Corona Report: ଦିନକରେ ଚିହ୍ନଟ ହେଲେ ୨୮୬ ଆକ୍ରାନ୍ତ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୮୬ କୋରୋନା ପଜିଟିଭ ଚିହ୍ନଟ (odisha corona cases) ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୧,୨୪୧ରେ ପହଞ୍ଚିଛି । ଅଧିକ ପଢନ୍ତୁ
Odisha Corona Report: ଦିନକରେ ଚିହ୍ନଟ ହେଲେ ୨୮୬ ଆକ୍ରାନ୍ତ
ଖୋର୍ଦ୍ଧାରୁ ସର୍ବାଧିକ ୧୪୭ ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୩, କଟକରୁ ୧୭, ଢେଙ୍କାନାଳରୁ ୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡାରୁ ୫, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୩, ମୟୂରଭଞ୍ଜରୁ ୨୧, ନୟାଗଡରୁ ୨, ନୟାଗଡରୁ ୧, ପୁରୀରୁ 8, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୧୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଷ୍ଟେଟପୁଲ୍ ସଂଖ୍ୟା ୩୪ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୧,୨୪୧ରେ ପହଞ୍ଚିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ