ଭୁବନେଶ୍ବର: ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ଆଜି(ଶନିବାର) ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମାଷ୍ଟରକ୍ୟାଣ୍ଟିନ ଛକ ନେହେରୁ ପାର୍କ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।
ପିସିସି ପକ୍ଷରୁ ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ଜୟନ୍ତୀ ପାଳିତ - ପିସିସି
ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ଆଜି(ଶନିବାର) ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଅଧିକ ପଢନ୍ତୁ...
![ପିସିସି ପକ୍ଷରୁ ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ଜୟନ୍ତୀ ପାଳିତ ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ଜୟନ୍ତୀ ପାଳିତ](https://etvbharatimages.akamaized.net/etvbharat/prod-images/768-512-9542483-423-9542483-1605339018132.jpg)
ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ଜୟନ୍ତୀ ପାଳିତ
ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ଜୟନ୍ତୀ ପାଳିତ
ଏହାପରେ କଂଗ୍ରେସ ଭବନ ପରିସରରେ ନେହେରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ ବିଧାୟକ ସୁରେଶ କୁମାର ରାଉତରାୟ, କଂଗ୍ରେସ ନେତା ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ଜ୍ୟୋତିଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ