ଭୁବନେଶ୍ବର:ଓଡିଶା ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ନିରଞ୍ଜନ । ନିୟମିତ ଚେକଅପ୍ ପାଇଁ ନିରଞ୍ଜନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏନେଇ ପରିବାର ପକ୍ଷରୁ ସୂଚନା ମିଳିଛି ।
ପୂର୍ବରୁ ନିରଞ୍ଜନଙ୍କ ହାର୍ଟ ଅପରେସନ ହୋଇଥିଲା ।