ଭୁବନେଶ୍ବର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଘଟଣାରେ ଓଏଚଆରସିଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ । ଯେଉଁ ଅଧିକାରୀଙ୍କ ଅବହେଳା ଯୋଗୁଁ ଆକ୍ରମଣ ଘଟିଲା ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି କଂଗ୍ରେସ ।
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା, OHRCଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ - ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଘଟଣାରେ ଓଏଚଆରସିଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ । ନିରଞ୍ଜନ ପଟ୍ଟନାୟକଙ୍କୁ ସ୍ୱତନ୍ତ୍ର ଭାବରେ ସୁରକ୍ଷା ଯୋଗାଇ ଦିଆଯିବା ସହ ଯେଉଁ ଅଧିକାରୀଙ୍କ ଅବହେଳା ଯୋଗୁଁ ଆକ୍ରମଣ ଘଟିଛି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି କଂଗ୍ରେସ । ଅଧିକ ପଢନ୍ତୁ...
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା, ଓଏଚଆରସିଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା, ଓଏଚଆରସିଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣାରେ ଆଜି କଂଗ୍ରେସର ଏକ ଟିମ ରାଜ୍ୟ ମାନବାଧିକାର ଆୟୋଗଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଯେଉଁଭଳି ଭାବରେ ସଭାପତିଙ୍କ ଆକ୍ରମଣ କରାଯାଇଛି ସେନେଇ ଏକ ଦାବିପତ୍ର ଦେଇଛି କଂଗ୍ରେସ । ଆଗାମୀ ଦିନରେ ରାଜ୍ୟ ସରକାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ସ୍ୱତନ୍ତ୍ର ଭାବରେ ସୁରକ୍ଷା ଯୋଗାଇ ଦିଆଯିବା ସହ ଯେଉଁ ଅଧିକାରୀଙ୍କ ଅବହେଳା ଯୋଗୁଁ ଆକ୍ରମଣ ଘଟିଛି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି କଂଗ୍ରେସ ।
ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ