ଓଡିଶା

odisha

By

Published : Feb 23, 2022, 4:29 PM IST

ETV Bharat / city

Student Protest: ଅନଲାଇନ ପରୀକ୍ଷା ଦାବିରେ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ତେଜିଲା ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ । ଅନଲାଇନ ପରୀକ୍ଷା ଦାବିରେ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ । ଅଧିକ ପଢନ୍ତୁ

ଅନଲାଇନ ପରୀକ୍ଷା ଦାବିରେ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ
ଅନଲାଇନ ପରୀକ୍ଷା ଦାବିରେ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ଭୁବନେଶ୍ବର: ତେଜିଲା ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ । ଅନଲାଇନ ପରୀକ୍ଷା ଦାବିରେ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ । ବିକ୍ଷୋଭରେ ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟର ଶହ ଶହ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି ।

ଅନଲାଇନ ପରୀକ୍ଷା ଦାବିରେ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ଅନଲାଇନରେ ପାଠପଢା ହୋଇଥିବାରୁ ଅନଲାଇନରେ ପରୀକ୍ଷା କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ। ଅନଲାଇନ ପରୀକ୍ଷା କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ବ୍ୟବସ୍ଥା କରୁ। ନଚେତ ସମସ୍ତ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ ପାସ କରାଯାଉ ବୋଲି ସେମାନେ ଦାବି କରିଛନ୍ତି । ଆନ୍ଦୋଳନକାରୀମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଘେରାଉ କରିବା ପାଇଁ ବାହାରିଛନ୍ତି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details