ଓଡିଶା

odisha

ETV Bharat / city

+2 Result: ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ - ଜୁଲାଇ ଶେଷ ସୁଦ୍ଧା ଦ୍ବାଦଶ ଫଳାଫଳ

ଯୁକ୍ତ ୨ ପରୀକ୍ଷା ଫଳ ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ । ଅଧିକ ପଢନ୍ତୁ

+2 Result: ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ
+2 Result: ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

By

Published : Jul 21, 2022, 9:37 PM IST

ଭୁବନେଶ୍ବର:ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ (Plus Two Exam Result) । ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଖାତାଦେଖା ପ୍ରକ୍ରିୟା । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

+2 Result: ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇବ । ମାର୍କିଂ ପରେ ଟାବୁଲେଟିଂ କାର୍ଯ୍ୟ ଜାରି ରହିଛି । ତାର ସପ୍ତାହେ ପରେ କଳା ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଗତ ଏପ୍ରିଲ ୨୮ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୩୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details