ଭୁବନେଶ୍ବର: ସାରୁଅ ଜମି ଦୁର୍ନୀତି ମାମଲାରେ ଆଉ ଜଣେ ଗିରଫ । ସୋମବାର ସାରୁଅ ଜମି ଦୁର୍ନୀତି ମାମଲାରେ ଆଉ ଜଣେ ଓରଟେଲ କର୍ମଚାରୀ ଗିରଫ ।
ଓଡିଶା ଇନଫ୍ରାଟେକ ପ୍ରାଇଭେଟ ଲିମିଟେଡର ଅନ୍ୟତମ ଏଜେଣ୍ଟ ଶିବ ପ୍ରସାଦ ଶ୍ରୀଚନ୍ଦନଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡ଼ବ୍ଲୁ । ଆପିସିର ଧାରା ୪୨୦, ୪୨୩, ୪୬୮, ୪୭୦, ୪୭୧,୧୨୦ବି ଓ ଏସଏସଟି ଆକ୍ଟରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।