ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବରିଷ୍ଠ କଂଗ୍ରେସ ନେତ୍ରୀ ଦୀପା ଦାସ ମୁନ୍ସୀ । ଶନିବାର ରାଜଧାନୀରେ ଆୟୋଜିତ 'ଭାରତ ବଞ୍ଚାଓ' ବିକ୍ଷୋଭ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସାରା ଦେଶରେ ଶିଥିଳ ଅର୍ଥନୈତିକ ବ୍ୟବସ୍ଥାକୁ ନେଇ କଂଗ୍ରେସ ପକ୍ଷରୁ ଆୟୋଜିତ ଏହି ବିକ୍ଷୋଭ ଡିସେମ୍ବର ୧୪ ପର୍ଯ୍ୟନ୍ତ ଚାଲୁ ରହିବ ।
ଭୁବନେଶ୍ବରରେ ବରିଷ୍ଠ କଂଗ୍ରେସ ନେତ୍ରୀ ଦୀପା ଦାସ ମୁନ୍ସୀ - Deepa das munshi in bhubaneswar
'ଭାରତ ବଞ୍ଚାଓ' ବିକ୍ଷୋଭ ସମାବେଶରେ ଯୋଗ ଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ଦୀପା ଦାସ ମୁନ୍ସୀ ।
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
ଭୁବନେଶ୍ବରରେ ବରିଷ୍ଠ କଂଗ୍ରେସ ନେତ୍ରୀ ଦୀପା ଦାସ ମୁନ୍ସୀ
ଶୁକ୍ରବାର ସନ୍ଧ୍ୟାରେ କଂଗ୍ରେସର ବରିଷ୍ଠ ନେତ୍ରୀ ଦୀପା ଦାସ ମୁନ୍ସୀ ଭୁବନେଶ୍ବରେ ପହଞ୍ଚିଛନ୍ତି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ
Last Updated : Nov 23, 2019, 1:52 AM IST