ଓଡିଶା

odisha

By

Published : Mar 17, 2021, 10:58 PM IST

ETV Bharat / city

ବକେୟା ସବସିଡି ଅର୍ଥ ପ୍ରଦାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଯୋଗାଣ ମନ୍ତ୍ରୀ

ବକେୟା ସବସିଡି ଅର୍ଥ ପ୍ରଦାନ ଓ ଚାଉଳ ଉଠାଣ ପାଇଁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଯୋଗାଣମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଏ ଦିଗରେ ତୁରନ୍ତ ହସ୍ତକ୍ଷେପ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି । ଅଧିକ ପଢନ୍ତୁ...

supply minister raja swain  letter to the Union Minister seeking of subsidy amount
ବକେୟା ସବସିଡି ଅର୍ଥ ପ୍ରଦାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଯୋଗାଣମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ବକେୟା ସବସିଡି ଅର୍ଥ ପ୍ରଦାନ ଓ ଚାଉଳ ଉଠାଣ ଦିଗରେ ତୁରନ୍ତ ହସ୍ତକ୍ଷେପ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ।

ବକେୟା ସବସିଡି ଅର୍ଥ ପ୍ରଦାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଯୋଗାଣ ମନ୍ତ୍ରୀ

କେନ୍ଦ୍ରରୁ ଧାନକିଣା ବାବଦରେ ପାଇବାକୁ ଥିବା ସବସିଡି ଅର୍ଥ ଠିକ ସମୟରେ ମିଳୁନଥିବାରୁ ରାଜ୍ୟରେ ଧାନ ସଂଗ୍ରହରେ ଆର୍ଥିକ ସଂଙ୍କଟ ଦେଖାଦେଇଛି । ରାଜ୍ୟ ପାଇବାକୁ ଥିବା ସବସିଡି 5,616 କୋଟି ଟଙ୍କା ବକେୟା ରାଶୀକୁ ତୁରନ୍ତ ପ୍ରଦାନ କିରବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କେନ୍ଦ୍ର ଖାଉଟ କଲ୍ୟାଣ,ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀଙ୍କୁ ହସ୍ତକ୍ଷେପ କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି ।

ଭୁବନେଶ୍ବରରୁ ତପନ କୁମାର ଦାସ,ଇଟିଭି ଭାରତ

ABOUT THE AUTHOR

...view details