ଭୁବନେଶ୍ୱର: ରାଜ୍ୟରେ ରେଳର ବ୍ୟାପକ ଉନ୍ନତିକରଣ ହେବ । ଭୁବନେଶ୍ୱର ସମେତ ଖୋର୍ଦ୍ଧା ରୋଡ ଷ୍ଟେସନକୁ ଆଧୁନିକୀରଣ କରିବା ନେଇ କେନ୍ଦ୍ର ରେଳ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ହେଲେ ଦୀର୍ଘଦିନ ବିତିଯାଇଥିଲେ ବି ନା ଭୁବନେଶ୍ୱର ରେଳ ଷ୍ଟେସନ ବିଶ୍ୱସ୍ତରୀୟ ହେଲା ନା ଖୋର୍ଦ୍ଧା ରୋଡ ଜଂକ୍ସନ ଆଧୁନିକୀକରଣ ହେଲା । ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ ।
ଭୁବନେଶ୍ୱର ଷ୍ଟେସନକୁ ବିଶ୍ୱସ୍ତରୀୟ ପ୍ରସଙ୍ଗ ନେଇ ପ୍ରଶ୍ନ ଉଠାଇଲେ ସୁର
ରେଲୱେ ମନ୍ତ୍ରୀଙ୍କ ଓଡିଶା ଗସ୍ତ ସମୟରେ ପ୍ରବଳ ବର୍ଷିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । ମନ୍ତ୍ରୀ ପ୍ରିତିଶୃତି ଦେଇ ରଖିନଥିବା ଅଭିଯୋଗ କଲେ । ଅଧିକ ପଢନ୍ତୁ
ଭୁବନେଶ୍ୱର ଷ୍ଟେସନକୁ ବିଶ୍ୱସ୍ତରୀୟ ପ୍ରସଙ୍ଗ ନେଇ ପ୍ରଶ୍ନ ଉଠାଇଲେ ସୁର ରାଉତରାୟ
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ