ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଟାଟା ଗ୍ରୁପ ଅଧ୍ୟକ୍ଷ ଏନ.ଚନ୍ଦ୍ରଶେଖରନ୍ । ଅପରାହ୍ନରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତକାର କରିଥିଲେ ସେ ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ଗ୍ରୁପ ଅଧ୍ୟକ୍ଷ - ଟାଟା ଗ୍ରୁପର ଅଧ୍ୟକ୍ଷ ଏନ.ଚନ୍ଦ୍ରଶେଖରନ୍
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତକାର କରିଛନ୍ତି ଟାଟା ଗ୍ରୁପର ଅଧ୍ୟକ୍ଷ ଏନ.ଚନ୍ଦ୍ରଶେଖରନ୍ ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ଗ୍ରୁପ ଅଧ୍ୟକ୍ଷ
ରିଜର୍ଭ ବ୍ୟାଙ୍କ କେନ୍ଦ୍ରୀୟ କମିଟି ବୈଠକରେ ଯୋଗ ଦେବାକୁ ଆସିଥିବା ଚନ୍ଦ୍ରଶେଖରନ ପଠାଣି ସାମନ୍ତ ଯୁବ ମହାକାଶ ବିଜ୍ଞାନୀଙ୍କୁ ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେଇଥିଲେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ