ଭୁବନେଶ୍ୱର: ଯୁକ୍ତ ୩ ଫର୍ମ ଫିଲପରେ ଅନିୟମିତତା ନେଇ ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ଜୟଦେବ ବିହାରସ୍ଥିତ ବିଜୁ ପଟ୍ଟନାୟକ କଲେଜର 30ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ମିଳିତ ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟରେ ପ୍ରତିବାଦ କରିବା ସହ ଧାରଣା ଦେଇଛନ୍ତି ।
ଯୁକ୍ତ ୩ ଫର୍ମ ଫିଲପରେ ଅନିୟମିତତା ନେଇ ଉତ୍ତେଜନା - ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା
ଯୁକ୍ତ ୩ ଫର୍ମ ଫିଲପରେ ଅନିୟମିତତା ନେଇ ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ଜୟଦେବ ବିହାରସ୍ଥିତ ବିଜୁ ପଟ୍ଟନାୟକ କଲେଜର 30ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ମିଳିତ ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟରେ ପ୍ରତିବାଦ କରିବା ସହ ଧାରଣା ଦେଇଛନ୍ତି । ଅଧିକ ପଢନ୍ତୁ
ଯୁକ୍ତ ୩ ଫର୍ମ ଫିଲପରେ ଅନିୟମିତତା ନେଇ ଉତ୍ତେଜନା
ଭୁବନେଶ୍ୱରରୁ ବିକାଶ କୁମାର ଦାସ, ଇଟିଭି ଭାରତ