ଓଡିଶା

odisha

କୋରୋନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପିସିସି ସଭାପତି

ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଗଲାଣି। ଏଭଳି ସମୟରେ ତ୍ବରିତ ପଦକ୍ଷେପ ଗ୍ରହଣ କରନ୍ତୁ ମୁଖ୍ୟମନ୍ତ୍ରୀ । ରାଜ୍ୟର କୋରୋନା ସ୍ଥିତିକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏଭଳି ଏକ ଚିଠି ଲେଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

By

Published : Jul 31, 2020, 2:19 PM IST

Published : Jul 31, 2020, 2:19 PM IST

କୋରୋନାକୁ ନେଇ ପସିସି ସଭାପତି ଲେଖିଲେ ମୁଖ୍ୟମନ୍ତ୍ରୀଙ୍କୁ  ଚିଠି
କୋରୋନାକୁ ନେଇ ପସିସି ସଭାପତି ଲେଖିଲେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ବର: ଓଡ଼ିଶାରେ କୋଭିଡ ସ୍ଥିତି ଉଦ୍‌ବେଗଜନକ ହେଲାଣି। ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଗଲାଣି। ଏଭଳି ସମୟରେ ତ୍ବରିତ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଚିଠି ଲେଖିଛନ୍ତି।

କୋରୋନାକୁ ନେଇ ପସିସି ସଭାପତି ଲେଖିଲେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଏପରିକି ଅନ୍ୟ ରାଜ୍ୟ ଭଳି ଘରୋଇ ହସ୍ପିଟାଲରେ କୋଭିଡ ଚିକିତ୍ସା ପାଇଁ ଅନୁମତି ଦେବାକୁ କହିଛନ୍ତି ନିରଞ୍ଜନ ପଟ୍ଟନାୟକ । ଏଥିସହିତ ସବୁ ରାଜନୈତିକ ଦଳର ମତ ଲୋଡିବାକୁ ମଧ୍ୟ ସେ ଅପିଲ କରିଛନ୍ତି।

କୋରୋନାକୁ ନେଇ ପସିସି ସଭାପତି ଲେଖିଲେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି କୋରୋନାକୁ ନେଇ ପସିସି ସଭାପତି ଲେଖିଲେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ସୂଚନାଥାଉକି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 31ହଜାର877ଟି ପଜିଟିଭ କେସ ସାମ୍ନାକୁ ଆସିଥିବାବେଳେ 177ଜଣଙ୍କ ମୃତ୍ୟୁ ହୋଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details