ଓଡିଶା

odisha

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବଗାନ୍ଧୀଙ୍କ ୩୦ତମ ଶ୍ରାଦ୍ଧବାର୍ଷିକୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୩୦ତମ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ରାଜ୍ୟ କଂଗ୍ରେସ ତରଫରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଅଧିକ ପଢନ୍ତୁ...

By

Published : May 21, 2021, 10:58 AM IST

Published : May 21, 2021, 10:58 AM IST

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବଗାନ୍ଧୀଙ୍କ  ୩୦ତମ ଶ୍ରାଦ୍ଧବାର୍ଷିକ
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବଗାନ୍ଧୀଙ୍କ ୩୦ତମ ଶ୍ରାଦ୍ଧବାର୍ଷିକ

ଭୁବନେଶ୍ବର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୩୦ତମ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ରାଜ୍ୟ କଂଗ୍ରେସ ତରଫରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଏହି ଅବସରରେ ଆଜି ରାଜୀବ ଭବନ ଓ କଂଗ୍ରେସ ଭବନଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି ।

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବଗାନ୍ଧୀଙ୍କ ୩୦ତମ ଶ୍ରାଦ୍ଧବାର୍ଷିକ

ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ସମେତ ଅନ୍ୟ କଂଗ୍ରେସ କର୍ମୀ ଉପସ୍ଥିତ ରହି ରାଜୀବ ଗାନ୍ଧୀଙ୍କ ଅବଦାନଙ୍କୁ ମନେପକାଇଛନ୍ତି । ଏହି ଅବସରରେ କଂଗ୍ରେସ ପକ୍ଷରୁ ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ସହ ମାସ୍କ ବଣ୍ଟନ କରାଯାଇଥିଲା ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ABOUT THE AUTHOR

...view details