ଭୁବନେଶ୍ବର:ରାଜ୍ୟରେ କୋରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ ଜଣଙ୍କର ମୁଣ୍ଡ ନେଇଛି ମହାମାରୀ । ତେବେ ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ଜଣ ହୋଇଥିବା ବେଳେ ଅନୁଗୋଳରୁ ଜଣେ ଓ ପୁରୀରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୫ରେ ପହଞ୍ଚିଛି ।
STATE CORONA DEATH; ୨୪ ଘଣ୍ଟାରେ ୪ ଆକ୍ରାନ୍ତ ମୃତ - କୋରୋନା ସଂକ୍ରମଣ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ ଜଣଙ୍କର ମୁଣ୍ଡ ନେଲା ମହାମାରୀ । ଅଧିକ ପଢନ୍ତୁ..
STATE CORONA DEATH ; ୨୪ ଘଣ୍ଟାରେ ୪ ଆକ୍ରାନ୍ତ ମୃତ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୧ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ରେ ପହଞ୍ଚିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ରେ ପହଞ୍ଚିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ