ଓଡିଶା

odisha

By

Published : Oct 30, 2021, 1:14 PM IST

ETV Bharat / city

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା । ଅଧିକ ପଢନ୍ତୁ...

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା
ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା

ଭୁବନେଶ୍ବର: ଆସନ୍ତାକାଲି(ରବିବାର) ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା । ସେ କଟକର KRTC ଗସ୍ତ କରିବେ । ମୁଣ୍ଡୁଳିରେ CISFର ବାରାକ୍‌ ଉଦଘାଟନ କରିବେ ବୋଲି ମିଳିଛି ସୂଚନା ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details