ଓଡିଶା

odisha

ETV Bharat / city

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ, ‘ରାମ ମନ୍ଦିର ନିର୍ମାଣରେ ସହଯୋଗ କରନ୍ତୁ ଓଡିଶାବାସୀ’ - Odisha to cooperate in the construction of Ram temple

ଓଡ଼ିଶା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ପବିତ୍ର ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇଛି । ରାମ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାବାସୀ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କରିଛନ୍ତି । ଅଧିକ ପଢନ୍ତୁ...

Union minister Dharmendra Pradhan
ରାମ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାବାସୀ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ

By

Published : Jan 15, 2021, 8:02 PM IST

ଭୁବନେଶ୍ବର: ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାବାସୀ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ । ପବିତ୍ର ମକର ସଂକ୍ରାନ୍ତିରୁ ଓଡିଶାରେ ଆରମ୍ଭ ହୋଇଛି ନିଧି ସମର୍ପଣ ଅଭିଯାନ ।

ରାମ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାବାସୀ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ

ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମିରେ ବିଶ୍ବସ୍ତରୀୟ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାର ଭକ୍ତ ମାନଙ୍କର ସହଯୋଗ ପ୍ରାପ୍ତି ନିମନ୍ତେ ଓଡ଼ିଶା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ପବିତ୍ର ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇଛି । ଏହି ଅଭିଯାନରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସହ ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମିରେ ରାମ ମନ୍ଦିର ନିର୍ମାଣ ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଜୀ ଓ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜୀ ମଧ୍ୟ ଏହି ଅଭିଯାନରେ ସାମିଲ ହୋଇଛନ୍ତି ।

ରାମ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାବାସୀ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ

ସୂଚନାଥାଉକି ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମିରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରମୁଖ ସନ୍ଥମାନଙ୍କୁ ନେଇ ଗଠିତ ମାର୍ଗଦର୍ଶକ ମଣ୍ଡଳୀଙ୍କ ଦ୍ବାରା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ଗଠନ କରାଯାଇଛି । ଏହି ସମିତି ସାରା ଦେଶର ଲୋକଙ୍କ ଠାରୁ ନିଧି ସଂଗ୍ରହ କରିବ ।

ABOUT THE AUTHOR

...view details