ଓଡିଶା

odisha

ETV Bharat / city

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ RCP Singh

ତିନି ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଆରସିପି ସିଂହ । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଅଧିକ ପଢନ୍ତୁ

By

Published : Feb 24, 2022, 8:36 PM IST

Updated : Feb 24, 2022, 8:43 PM IST

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ RCP Singh
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ RCP Singh

ଭୁବନେଶ୍ବର: ତିନି ଦିନିଆ ଓଡିଶା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇଷ୍ପାତ ମନ୍ତ୍ରୀ ଆରସିପି ସିଂହ । ଅପରାହ୍ନ 5.30ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସରେ ପହଁଚିଛନ୍ତି କେନ୍ଦ୍ରମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ RCP Singh

ତେବେ ଆଜି(ଗୁରୁବାର) ଅପରାହ୍ନରେ ଭୁବନେଶ୍ୱରରେ ପହଁଚିଥିଲେ କେନ୍ଦ୍ରମନ୍ତ୍ରୀ । ସେଠାରୁ ଏକ ଘରୋଇ ହୋଟେଲ ଯାଇ ଅପରାହ୍ନ 5.30 ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାତ୍ରୀ ଭୋଜନ କରିବେ କେନ୍ଦ୍ରମନ୍ତ୍ରୀ ଆରସିପି ସିଂହ । ରାଜ୍ୟର ବିଭିନ୍ନ ପ୍ରକଳ୍ପ ବାବଦରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Feb 24, 2022, 8:43 PM IST

ABOUT THE AUTHOR

...view details