ଭୁବନେଶ୍ବର: ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆହୁରି ୪୮ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଗୁରୁବାର ଅପରାହ୍ନ ସୁଦ୍ଧା ୬ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ସୋନପୁର ଏବଂ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।
ଅସହ୍ୟ ଗରମରେ ଜଳୁଛି ସାରା ଓଡିଶା - ଜଳୁଛି ସାରା ଓଡିଶା
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଗୁରୁବାର ଅପରାହ୍ନ ସୁଦ୍ଧା ୬ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ସୋନପୁର ଏବଂ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।
weather-update-odisha
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ