ଭୁବନେଶ୍ବର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ବୁଧବାର ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ । ତେବେ ଆସନ୍ତା ୪୮ ଘଣ୍ଟା ପରେ ରାଜ୍ୟରେ ପ୍ରବଳ ଥଣ୍ଡା ପବନ ପ୍ରବାହିତ ହେବ।
ରାଜ୍ୟ ଜାରି ରହିଛି ଶୀତ ଲହରୀ: ଆହୁରି ବଢିବ କୁହୁଡି - ପାଣିପାଖ ଖବର
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ରେକର୍ଡ । ଅଧିକ ପଢନ୍ତୁ...
ରାଜ୍ୟ ଜାରି ରହିଛି ଶୀତର ଲହରୀ :ଆଗକୁ ବଢିବ କହୁଡିର ଆସ୍ତରଣ
ରାଜ୍ୟ ଜାରି ରହିଛି ଶୀତର ଲହରୀ :ଆଗକୁ ବଢିବ କହୁଡିର ଆସ୍ତରଣ
ପ୍ରଭାବରେ ପ୍ରବଳ ଥଣ୍ଡା ହେବାର ସମ୍ଭାବନା ରହିଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବର ଓ କଟକରେ ମଧ୍ୟ ଥଣ୍ଡା ଅନୁଭୂତ ହୋଇଛି। ଆଭ୍ୟନ୍ତରୀଣ ଜିଲ୍ଲାରେ ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ