ଓଡିଶା

odisha

ETV Bharat / city

13 ଯାଏଁ ବର୍ଷା, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସରକାର - government write a letter to all collector

ଆଜିଠୁ 13 ଯାଏ ବର୍ଷା ଆଶଙ୍କା। ସବୁ ଜିଲ୍ଲାପାଳଙ୍କୁ ସତର୍କତା ଅବଲମ୍ବନ କରିବାକୁ ଚିଠି । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ବିପର୍ଯ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବ ।

weather warning in odisha
13 ଯାଏ ବର୍ଷା ଆଶଙ୍କା, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସରକାର

By

Published : Jan 8, 2020, 4:24 PM IST

ଭୁବନେଶ୍ବର: ଆଜିଠୁ 13 ଯାଏ ବର୍ଷା ଆଶଙ୍କା । ସବୁ ଜିଲ୍ଲାପାଳଙ୍କୁ ସତର୍କତା ଅବଲମ୍ବନ କରିବାକୁ ଚିଠି । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ବିପର୍ଯ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବ ।

13 ଯାଏ ବର୍ଷା ଆଶଙ୍କା, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସରକାର

ସାମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବିପର୍ଯ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବ ସବୁ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି। ବିଶେଷ କରି ବର୍ଷା ପାଇଁ ସତର୍କ ରହିବାକୁ କୁହାଯାଇଛି।

13 ଯାଏ ବର୍ଷା ଆଶଙ୍କା, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ସରକାର

ଜାନୁଆରୀ 8 ତାରିଖ ରାତିରେ ଆଭ୍ୟନ୍ତରୀଣ ଓଡିଶାର କେତେକ ଜିଲ୍ଲାରେ ବଜ୍ରପାତ ସହ ଝଡବର୍ଷା ହେବାର ସମ୍ଭାବନା ରହିଥିବା ସିଇସି ପକ୍ଷରୁ କୁହାଯାଇଛି । ସେହିପରି ଜାନୁଆରୀ 10 ତାରିଖରୁ ଦୁଇ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା କମିବାର ସମ୍ଭାବନା ରହିଛି। ତେବେ ଫସଲ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠିରେ ଦର୍ଶାଯାଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details