ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ସମୁଦ୍ରପତନ ଠାରୁ ୨.୧ କିମି ଊର୍ଦ୍ଧ୍ବରେ ରହିଛି । ଏହାର ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ମୌସୁମୀ ଦୁର୍ବଳ: ବଜ୍ରପାତ ସହ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ସେପ୍ଟେମ୍ବର 4 ଶୁକ୍ରବାର ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ଼, ଦେବଗଡ଼, ସୁନ୍ଦରଗଡତ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ମୌସୁମୀ ଦୁର୍ବଳ, ବଜ୍ରପାତ ସହ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ସେପ୍ଟେମ୍ବର 4 ଶୁକ୍ରବାର ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ଼, ଦେବଗଡ଼, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ସେପ୍ଟେମ୍ବର ୪ ଓ ୫ ତାରିଖରେ ବର୍ଷା ସ୍ୱାଭାବିକ ରହିବ । ୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ।