ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ବର୍ଷା ନେଇ 9 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
24 ଘଣ୍ଟାରେ ବିଜୁଳି ଘଡଘଡି ବର୍ଷା, 9 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ - ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ବର୍ଷା ନେଇ 9 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ...

9 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍
9 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍
କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ରାୟଗଡା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସହ ଘଣ୍ଟା ପ୍ରତି 30 ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏପଟେ ଭୁବନେଶ୍ୱରରେ ତାପମାତ୍ରା ବଢ଼ିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ