କଟକ: କଟକ ମହାନଗର ନିଗମରେ ୧୯୬ଟି କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୬୧ ଜଣ ହୋମକ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୯ ଜଣ ଶିକ୍ଷାନୁଷ୍ଠାନ କ୍ୱାରଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି।
ସିଏମସିରେ ଶନିବାର ୧୯୬ କୋରୋନା ପଜିଟିଭ ଚିହ୍ନଟ - ସିଏମସି
କଟକ ମହାନଗର ନିଗମରେ ଶନିବାର ୧୯୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୭୬ ସ୍ଥାନୀୟ ପଜେଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...
ସିଏମସିରେ ଶନିବାର ୧୯୬ କୋରୋନା ପଜେଟିଭ ଚିହ୍ନଟ
୭୬ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୪୫୭୧ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୨୭୧୮ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୨୫ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୧୮୨୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।ତେବେ ଶନିବାର ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ