କଟକ: ଏସସିବିରେ ବହୁଚର୍ଚ୍ଚିତ ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଦୀପ ସେଠୀ। ଭୁବନେଶ୍ବର ଝାରପଡା ଜେଲରେ ଆତ୍ମହତ୍ୟା ଉଦ୍ୟମ କରିବା ପରେ ତାଙ୍କୁ ତୁରନ୍ତ କଟକ ବଡ଼ ମେଡିକାଲ ଅଣାଯାଇଥିଲା। ବିଭିନ୍ନ ବିଭାଗରେ ତାଙ୍କର ପରୀକ୍ଷା ନିରୀକ୍ଷା କରାଯିବାପରେ ପୁନର୍ବାର ତାଙ୍କୁ ଝାରପଡା ଜେଲକୁ ପଠାଇ ଦିଆଯାଇଛି। ସେ ସାମ୍ବାଦିକଙ୍କ ପ୍ରଶ୍ନର କୌଣସି ଉତ୍ତର ଦେଇନାହାଁନ୍ତି।
ଏସସିବିରେ ପ୍ରଦୀପ ସେଠୀ