କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୨୬୫ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୮ ମାମଲା ରୁଜୁ - lockdown violation case
ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୨୬୫ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୮ ମାମଲା ରୁଜୁ
ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୮ ଟି ମାମଲା ରୁଜୁ କରାଯାଇଛି ।
ଏହି ୮ଟି ମାମଲା ମଧ୍ୟରୁ ସମସ୍ତ ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ