କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୪୯ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୨ ମାମଲା ରୁଜ୍ଜୁ - ତାଲାବନ୍ଦ କଟକଣା ଉଲ୍ଲଂଘନ
ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୪୯ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୨ ମାମଲା ରୁଜୁ
ଗତ ଶୁକ୍ରବାର ସକାଳରୁ ଶନିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୨ ଟି ମାମଲା ରୁଜୁ କରାଯାଇଛି । ଏହି ୧୨ ଟି ମାମଲା ମଧ୍ୟରୁ ୧୦ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ