କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୩୧୬ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା, ୨୪ ଘଣ୍ଟାରେ ୫ ମାମଲା
ରାଜ୍ୟରେ ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା । ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୫ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ମାମଲା,୨୪ ଘଣ୍ଟାରେ ୫ ମାମଲା
ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୫ଟି ମାମଲା ରୁଜୁ କରାଯାଇଛି । ଏହି ୫ଟି ମାମଲା ମଧ୍ୟରୁ ସମସ୍ତ ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ