କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୩୧୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୬ ମାମଲା ରୁଜୁ - ତାଲାବନ୍ଦ କଟକଣା ଉଲ୍ଲଂଘନ
ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୩୧୭ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...
![ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୬ ମାମଲା ରୁଜୁ lockdown violation in cuttack](https://etvbharatimages.akamaized.net/etvbharat/prod-images/768-512-7370784-32-7370784-1590586279242.jpg)
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୬ ମାମଲା ରୁଜୁ
ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ଟି ମାମଲା ରୁଜୁ କରାଯାଇଛି । ଏହି ୬ଟି ମାମଲା ମଧ୍ୟରୁ ୫ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିଲା ବେଳେ ଗୋଟିଏ ମାମଲା ହୋମକ୍ବାରଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ