କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ଶୁକ୍ରବାର ଦିନ ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET) ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ 27ରେ ଏହି ପରୀକ୍ଷା କରାଯିବ ବୋଲି ବିଏସଇ ସଚିବ ସୂଚନା ଦେଇଛନ୍ତି ।
ଅଗଷ୍ଟ ୨୭ରେ OSSTET ପରୀକ୍ଷା - ଶିକ୍ଷକ ଯୋଗ୍ୟତା ପରୀକ୍ଷା
ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ଶୁକ୍ରବାର ଦିନ ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET) ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ 27ରେ ଏହି ପରୀକ୍ଷା କରାଯିବ ବୋଲି ବିଏସଇ ସଚିବ ସୂଚନା ଦେଇଛନ୍ତି । ଅଧିକ ପଢନ୍ତୁ...
ଅଗଷ୍ଟ ୨୭ରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା
ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଏହି ପରୀକ୍ଷା ଆୟୋଜନ କରୁଛି । ଏହି ପରୀକ୍ଷାରେ ଯୋଗ୍ୟତା ହାସଲ କରିଥିବା ପ୍ରାର୍ଥୀମାନେ ରାଜ୍ୟର ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷକ ଭାବରେ ନିଯୁକ୍ତି ପାଇବାକୁ ଯୋଗ୍ୟ ଅଟନ୍ତି।
କଟକରୁ ପ୍ରଭୁ କଲ୍ୟାଣ ପାଲ, ଇଟିଭି ଭାରତ