କଟକ: ବାତିଲ ହେଉ +2 ପରୀକ୍ଷା । କୋରୋନାର ଦ୍ୱିତୀୟ ଲହରକୁ ଆଖି ଆଗରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ପାଇଁ ହିନ୍ଦୁସେନା ଛାତ୍ରସଂଗଠନ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କଟକ ଜିଲ୍ଲାପାଳଙ୍କ ଜରିଆରେ ଦିଆଯାଇଛି ।
+2 ପରୀକ୍ଷା ବାତିଲ ହେଉ: ହିନ୍ଦୁ ସେନା ଛାତ୍ରସଂଗଠନ - +2 ପରୀକ୍ଷା ବାତିଲ ହେଉ
କୋରୋନାର ଦ୍ୱିତୀୟ ଲହରକୁ ଆଖି ଆଗରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ପାଇଁ ହିନ୍ଦୁସେନା ଛାତ୍ର ସଂଗଠନ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କଟକ ଜିଲ୍ଲାପାଳଙ୍କ ଜରିଆରେ ଦିଆଯାଇଛି । ଅଧିକ ପଢନ୍ତୁ...
+2 ପରୀକ୍ଷା ବାତିଲ ହେଉ : ହିନ୍ଦୁସେନା ଛାତ୍ରସଂଗଠନ
ଯଦି ସରକାର ଏହାର ଉପରେ ବିଚାର ନ କରନ୍ତି ତେବେ ଆଗାମୀ ଦିନରେ ଏହାର ଦୃଢ଼ ବିରୋଧ କରାଯିବା ନେଇ ଚେତାବନୀ ମଧ୍ୟ ଦେଇଛନ୍ତି ଆନ୍ଦୋଳନକାରୀ ।
କଟକରୁ ପ୍ରଭୁକଲ୍ୟାଣ ପାଲ,ଇଟିଭି ଭାରତ