କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଗୁରୁବାର ପର୍ଯ୍ୟନ୍ତ ମୋଟ ୭୪୬୦ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ ନିୟମ ଉଲଙ୍ଘନ: 24 ଘଣ୍ଟାରେ ଗୋଟିଏ ମାମଲା ରୁଜୁ - 24 ଘଣ୍ଟାରେ ଗୋଟିଏ ମାମଲା ରୁଜୁ
ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଗୁରୁବାର ପର୍ଯ୍ୟନ୍ତ ମୋଟ ୭୪୬୦ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ତାଲାବନ୍ଦ ନିୟମ ଉଲଙ୍ଘନ : 24 ଘଣ୍ଟାରେ ଗୋଟିଏ ମାମଲା ରୁଜୁ
ବୁଧବାର ସକାଳୁ ଗୁରୁବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧ଟି ମାମଲା ରୁଜୁ କରାଯାଇଛି । ଏହା କେବଳ ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ