ଓଡିଶା

odisha

ETV Bharat / city

ବନକଲାଗି ନୀତି; 4 ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ - 4 ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି । ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ନୀତି;  4 ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ବନକଲାଗି ନୀତି; 4 ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

By

Published : Dec 4, 2019, 11:09 AM IST

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି । ଏଥିପାଇଁ ୪ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗ ମଣ୍ଡପ ପରେ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି କରାଯିବ । ଦତ୍ତ ମହାପାତ୍ର ଓ ସେବାୟତ ମାନେ ମହାପ୍ରଭୁଙ୍କର ଶୃଙ୍ଗାର କରିବେ ।

ବନକଲାଗି ନୀତି; 4 ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ନୀତିରେ ମହାପ୍ରଭୁଙ୍କର ପାରମ୍ପରିକ ରଙ୍ଗ, ହିଙ୍ଗୁଳ, ହରିତାଳ, କର୍ପୂର, କସ୍ତୁରୀ ଇତ୍ୟାଦି ବ୍ୟବହାର କରାଯାଇ ଶୃଙ୍ଗାର କରାଯିବାର ପରମ୍ପରା ରହିଛି ।

ରାତି ୮ଟା ପରେ ବନକଲାଗି ନୀତି ଶେଷ ହେବା ପରେ ଦର୍ଶନ ସ୍ବାଭାବିକ ହେବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details