ପୁରୀ: ସ୍ବର୍ଗଦ୍ବାରରେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ପୁଅ ବିଜୟ ଶଙ୍କର ଦାସ ମୁଖାଗ୍ନି ଦେଇଛନ୍ତି । ଏହି ସମୟରେ ବିଜେଡିର ବରିଷ୍ଠ ନେତୃବୃନ୍ଦ ତାଙ୍କ ଶେଷ ଦର୍ଶନ କରିଛନ୍ତି ।
ସ୍ବର୍ଗଦ୍ବାରରେ ପଞ୍ଚଭୂତରେ ବିଲୀନ ହେଲେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସ - Bishnu Das
ସ୍ବର୍ଗଦ୍ବାରରେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ପୁଅ ବିଜୟ ଶଙ୍କର ଦାସ ମୁଖାଗ୍ନି ଦେଇଛନ୍ତି । ଅଧିକ ପଢନ୍ତୁ...
ସ୍ବର୍ଗଦ୍ବାରରେ ପଞ୍ଚଭୂତରେ ବିଲୀନ ହେଲେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସ
ସୂଚନାନୁସାରେ, ସୋମବାର ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା । ମଙ୍ଗଳବାର ସକାଳେ ତାଙ୍କୁ କର୍ମଭୂମି ଜଗତସିଂହପୁରକୁ ତାଙ୍କ ପାର୍ଥିବ ଶରୀର ଅଣାଯାଇଥିଲା । ପ୍ରଥମେ ବିରିଡି ବିଜେଡି କାର୍ଯ୍ୟାଳୟ ଓ ପରେ ତିର୍ତ୍ତୋଲ ଦେଇ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡିଆକୁ ଅଣାଯାଇ ଗାର୍ଡ଼ ଅଫ ଅନର ପ୍ରଦାନ କରାଯାଇଥିଲା ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ
Last Updated : Jul 7, 2020, 8:06 PM IST