ପୁରୀ: ପୁରୀ ସମୁଦ୍ରରେ ଗତକାଲି(ଶୁକ୍ରବାର) ଗାଧୋଇବାବେଳେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ଚକ୍ରତୀର୍ଥ ରୋଡ଼ ହୋଟେଲ ପିଙ୍କ ହାଉସ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ଝାଡ଼ଖଣ୍ଡର ଦୀପକ କୁମାର ବୋଲି ଜଣାପଡିଛି ।
ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର - missing tourist
ପୁରୀ ସମୁଦ୍ରରେ ଗତକାଲି(ଶୁକ୍ରବାର) ଗାଧୋଇବା ବେଳେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଝାଡ଼ଖଣ୍ଡର ଦୀପକ କୁମାର ବୋଲି ଜଣାପଡିଛି ।

ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର
ଗତକାଲି ମୃତ ଦୀପକ ପରିବାର ଲୋକଙ୍କ ସହ ସମୁଦ୍ରରେ ଗାଧୋଇବା ବେଳେ ଭାସି ଯାଇଥିଲେ । ତେବେ ତାଙ୍କ ପରିବାରର ୬ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଦୀପକ ନିଖୋଜ ଥିଲେ । ଆଜି ତାଙ୍କର ମୃତଦେହ ଉଦ୍ଧାର ହୋଇଛି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ