ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି (Banaka Lagi Ritual) ପାଇଁ ବୁଧବାର 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।ଆସନ୍ତାକାଲି(ବୁଧବାର) ବୈଶାଖ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଅପରାହ୍ନ ୪ ଟାରୁ ରାତ୍ରୀ ୮ ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣଦର୍ଶନ ବନ୍ଦ ରହିବ ।
ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ - ଶ୍ରୀଜୀଉଙ୍କ ବନକଲାଗି ନୀତି
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି (Banaka Lagi Ritual) ପାଇଁ ବୁଧବାର 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର , ଇଟିଭି ଭାରତ