ରାଉରକେଲା: ପେଟ୍ରୋଲ ତଥା ଡିଜେଲର ଅହେତୁକ ଦର ବୃଦ୍ଧି ପାଇଁ ରାଜ୍ୟ ସରକାର ତଥା କେନ୍ଦ୍ର ସରକାରଙ୍କୁ ଦାୟୀ କଲା କଂଗ୍ରେସ ଦଳ । ପେଟ୍ରୋଲ ତଥା ଡିଜେଲର ଅହେତୁକ ଦର ବୃଦ୍ଧିକୁ ନେଇ ବୁଧବାର କଂଗ୍ରେସ କର୍ମକର୍ତ୍ତା ମହାନଗର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ବ୍ୟାନର ପୋଷ୍ଟର ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ, ପେଟ୍ରୋଲିୟମ ମନ୍ତ୍ରୀ ତଥା କେନ୍ଦ୍ର ସରକାରଙ୍କ ବିରୋଧରେ ବିରୋଧ ପ୍ରଦର୍ଶନ କରିଛନ୍ତି ।
ପେଟ୍ରୋଲ ଦର ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ - ବିରୋଧ ପ୍ରଦର୍ଶନ
ପେଟ୍ରୋଲ ତଥା ଡିଜେଲର ଅହେତୁକ ଦର ବୃଦ୍ଧିକୁ ନେଇ ବୁଧବାର କଂଗ୍ରେସ କର୍ମକର୍ତ୍ତା ମହାନଗର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ବ୍ୟାନର ପୋଷ୍ଟର ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ, ପେଟ୍ରୋଲିୟମ ମନ୍ତ୍ରୀ ତଥା କେନ୍ଦ୍ର ସରକାରଙ୍କ ବିରୋଧରେ ବିରୋଧ ପ୍ରଦର୍ଶନ କରିଛନ୍ତି ।
![ପେଟ୍ରୋଲ ଦର ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ protest](https://etvbharatimages.akamaized.net/etvbharat/prod-images/768-512-7749097-450-7749097-1592991411832.jpg)
ପେଟ୍ରୋଲ ଦର ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ
ପେଟ୍ରୋଲ ଦର ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ
ଏଥିସହ କଂଗ୍ରେସ କର୍ମକର୍ତ୍ତା ମାନେ ମହାନଗର ନିଗମ କମିଶନରଙ୍କ ଅନୁପସ୍ଥିତିରେ ଡେପୁଟି କମିଶନର ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।
ରାଉରକେଲାରୁ ରାଜେନ୍ଦ୍ର ନାଥ ମିଶ୍ର, ଇଟିଭି ଭାରତ
Last Updated : Jun 24, 2020, 5:44 PM IST