ସମ୍ବଲପୁର: ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏଥର ପଦ୍ମ ପୁରସ୍କାର ପାଇବେ ୧୧ଜଣ ଓଡ଼ିଆ। ସେଥିରେ ଅଛନ୍ତି ରଙ୍ଗବତୀ ଗୀତର ଗୀତିକାର ମିତ୍ରଭାନୁ ଗୌତିଆ । ତାଙ୍କୁ ଆଜି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ ।
ମିତ୍ରଭାନୁ ଗୌତିଆଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର - padmashree
ରଙ୍ଗବତୀ ଗୀତର ଗୀତିକାର ସମ୍ବଲପୁରର ମିତ୍ରଭାନୁ ଗୌତିଆଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର ।
ମିତ୍ରଭାନୁ ଗୌଁତିଆଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର
ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯିବ। ସେହିଭଳି ସଦ୍ୟ ମୃତ୍ୟୁବରଣ କରିଥିବା ପ୍ରସିଦ୍ଧ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କୁ ମରୋଣତ୍ତର ଭାବେ ପଦ୍ମଶ୍ରୀ ପ୍ରଦାନ କରାଯାଇଛି ।
ସମ୍ବଲପୁରରୁ ବାଦଶାହା ଯୁଶ୍ମନ ରଣା, ଇଟିଭି ଭାରତ
Last Updated : Jan 26, 2020, 11:48 AM IST