କାବୁଲ: ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.1 ଆକଳନ କରାଯାଇଛି । ଆଜି (ଶୁକ୍ରବାର) ସକାଳ 10.24ରେ ଆଫଗାନିସ୍ତାନର ଫାୟାଜବାଦରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(National Center for Seismology) ସୂଚନା ଦେଇଛି ।
ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା 4.1 ରେକର୍ଡ - ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ
ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.1 ଆକଳନ କରାଯାଇଛି । ଅଧିକ ପଢ଼ନ୍ତୁ ।
ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ଥାନ, ତୀବ୍ରତା 4.1 ରେକର୍ଡ
ଏହାର ଅକ୍ଷାଂଶ 38.23 ହୋଇଥିବାବେଳେ ଦ୍ରାଘିମା 7୩.43 ରହିଛି । ସେହିପରି ଗଭୀରତା 80 କିଲୋମିଟର ରହିଥିବା ସୂଚନା ମିଳିଛି । ତେବେ ଭୂକମ୍ପ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।