ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ଘରକୁ ଅତିଥି ଆସିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।
ବୃଷ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କାହା ସହିତ ଭୁଲ୍ ବୁଝାମଣା ହୋଇପାରେ। ପରିବାରର କୌଣସି ସଦସ୍ୟଙ୍କ ସହିତ ମତାନ୍ତର ହୋଇପାରେ।
ମିଥୁନ: ସମାଜରେ ମାନପ୍ରତିଷ୍ଠା ବଢ଼ିବ। ବନ୍ଧୁଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
କର୍କଟ: କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କାହାକୁ କଡ଼ା କଥା କୁହନ୍ତୁ ନାହିଁ।
ସିଂହ: ଅଳସୁଆ ଅନୁଭବ କରିବେ। ବ୍ୟବସାୟରେ କ୍ଷତି ସହିବାକୁ ପଡ଼ିପାରେ। ଉଚ୍ଚ ଅଧିକାରୀଙ୍କ ଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
କନ୍ୟା: ନୂଆ ବନ୍ଧୁ ମିଳିପାରନ୍ତି। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସ୍ୱାସ୍ଥ୍ୟ ଭଲ ରହିବେ।